ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
🗂 Art & Culture | 🕒 20 May 2026, 15:55 IST
ପୁରୀ ୨୦/ ୫ : ବୁଧବାର ଜ୍ୟେଷ୍ଠ କୃଷ୍ଣ ମଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।