ମୁଖ୍ୟମନ୍ତ୍ରୀ ଟ୍ରଫି ପାଇଁ କ୍ରୀଡା ପ୍ରତିଭା ଚୟନ - NILACHALA SAMACHAR
Article Image

ମୁଖ୍ୟମନ୍ତ୍ରୀ ଟ୍ରଫି ପାଇଁ କ୍ରୀଡା ପ୍ରତିଭା ଚୟନ

🗂 Sports | 🕒 22 May 2025, 20:35 IST


ପୁରୀ ଜିଲ୍ଲା ରୁ ୧୫ ବର୍ଷ ରୁ କମ ବୟସର ଫୁଟବଲ ଖେଳାଳି ଙ୍କୁ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଚୟନ କରାଯାଇଛି।ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ ବ୍ଲକ ମାନଙ୍କର ଦଳ ମାନଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇ ଶ୍ରେଷ୍ଠ ୪୦ ଜଣଙ୍କୁ ବଛା ଯାଇଥିଲା।ପରବର୍ତ୍ତୀ ସମୟରେ ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ରେ ୩ ଦିନ ପ୍ରଶିକ୍ଷଣ ଦିଆଯାଇ ଶ୍ରେଷ୍ଠ ଖେଳାଳି ଚୟନ କରାଯାଇଥିଲା।ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ, କ୍ରୀଡା ସଂସଦର ପୂର୍ବତନ ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଉପସ୍ଥିତ ରହି କ୍ରୀଡାବିତ ଙ୍କୁ ଶୁଭେଚ୍ଛା ଜଣାଇଥିଲେ।

💬 Leave a Comment

🗨️ Approved Comments

No comments yet.

🔗 Share this article: