କାଲି ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଶ୍ରୀଜିଉଙ୍କ ସେନାପଟା ଲାଗି ନୀତି ପାଇଁ ବନ୍ଦ ରହିବ - NILACHALA SAMACHAR
Article Image

କାଲି ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଶ୍ରୀଜିଉଙ୍କ ସେନାପଟା ଲାଗି ନୀତି ପାଇଁ ବନ୍ଦ ରହିବ

🗂 Art & Culture | 🕒 10 Jun 2025, 00:25 IST

ପୁରୀ କାଲି ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। କାଲି ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଶ୍ରୀଜିଉଙ୍କ ସେନାପଟା ଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସେନାପଟା ଲାଗି ନୀତି। ଆଜି ରାତ୍ର ଆଳତି ପହୁଡ ଠାରୁ କାଲି ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ। ବୁଧବାର ଶ୍ରୀଜିଉଙ୍କ ପବିତ୍ର ସ୍ନାନ ଯାତ୍ରା

💬 Leave a Comment

🗨️ Approved Comments

No comments yet.

🔗 Share this article: