🗂 Local | 🕒 16 Jun 2025, 16:41 IST
ପୁରୀ ପରଲୋକରେ ଥାଟରାଜା। ପୁରୀ ଗଜପତି ମହାରାଜଙ୍କ ସାନଭାଇ ତଥା ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ ହୋଇଛି । ୬୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ ଗତ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି । ଥାଟରାଜା ରଣାର୍ଣ୍ଣବଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସ୍ବର୍ଗଦ୍ବାରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି ।
No comments yet.