🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ରଥଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭିଡକୁ ନିୟନ୍ତ୍ରଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ହୋଇଥିବା - NILACHALA SAMACHAR
Article Image

ରଥଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭିଡକୁ ନିୟନ୍ତ୍ରଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ହୋଇଥିବା

🗂 Local | 🕒 27 Jun 2025, 17:10 IST

ପୁରୀରେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭିଡକୁ ନିୟନ୍ତ୍ରଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ହୋଇଥିବା “ଇଣ୍ଟିଗ୍ରେଟେଡ୍ କମାଣ୍ଡ୍ ଆଣ୍ଡ୍ କଣ୍ଟ୍ରୋଲ ସେଣ୍ଟର” ପରିଦର୍ଶନ କଲି । ରଥଯାତ୍ରାରେ ପ୍ରଥମ ଥର ପାଇଁ ଡ୍ରୋନ୍ ଓ ଅନ୍ୟାନ୍ୟ ଟେକ୍ଲୋଲୋଜି ମନିଟରିଂ ଦିଗରେ ଓଡ଼ିଶା ପୋଲିସର ଏହି ବ୍ୟବସ୍ଥା ବେଶ୍ ଉପଯୋଗୀ ଓ ପ୍ରଶଂସନୀୟ ।

💬 Leave a Comment

🗨️ Approved Comments

No comments yet.

🔗 Share this article: