କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ପୁରୀ ସମୁଦ୍ର କୂଳରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
🗂 Local | 🕒 28 Aug 2025, 09:42 IST
ପୁରୀ ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ପୁରୀ ବେଳାଭୂମିରେ ବାଲୁକାକଳାରେ ନୂଆଖାଇ ଶୁଭେଚ୍ଛା। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଓଡ଼ିଶାବାସୀଙ୍କୁ ଜଣାଇଲେ ଶୁଭେଚ୍ଛା।