🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
୪ ଘଣ୍ଟା ଜଗା ଦର୍ଶନ ବନ୍ଦ, ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି - NILACHALA SAMACHAR
Article Image

୪ ଘଣ୍ଟା ଜଗା ଦର୍ଶନ ବନ୍ଦ, ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି

🗂 Art & Culture | 🕒 09 Mar 2026, 11:35 IST

ପୁରୀ ୯/ : ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

💬 Leave a Comment

🗨️ Approved Comments

No comments yet.

🔗 Share this article: