🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । - NILACHALA SAMACHAR
Article Image

ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

🗂 Art & Culture | 🕒 17 Mar 2026, 23:53 IST

ପୁରୀ ୧୮.୦୩.୨୦୨୬ ବୁଧବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।









💬 Leave a Comment

🗨️ Approved Comments

No comments yet.

🔗 Share this article: